The Ultimate Managed Hosting Platform
ADVERTISEMENT

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । ସୂଚନା ମୁତାବକ, ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦଇତାପତି ସେବକମାନେ ରତ୍ନ ସିଂହାସନ ଉପରେ ଚଢ଼ି ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଶ୍ରୀଜୀଉଙ୍କ ଶ୍ରୀପୟର ସୁରକ୍ଷା ଲାଗି ଖସାପଡ଼ା ନୀତି କରାଯାଇ ଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login