The Ultimate Managed Hosting Platform
ADVERTISEMENT

ଆଜିଠାରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗା ଦର୍ଶନ

Facebook
Twitter
LinkedIn

ପୁରୀ : ଆଜି ଠାରୁ ଶ୍ରୀଜୀଉଙ୍କୁ ଦର୍ଶନ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ। ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସରକାର ପର୍ୟ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରିବା ନେଇ ଆସନ୍ତାକାଲି ଠାରୁ ପର୍ୟ୍ୟାୟ କ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login