ଭୁବନେଶ୍ୱର : ଆଜିଠାରୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଭୁବନେଶ୍ୱର ୨୯ ଓ ୩୦ ତାରିଖ ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ । ସୂଚନା ଦେଲେ ଓଡିଶା ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଓଡିଶାରେ ଏସସି-ଏସଟି ସମ୍ମଳନୀ ଆୟୋଜିତ । ଲୋକସଭା ବାଚସ୍ପତି,ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଭାଗ ନେବେ । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ। ଏହାକୁ ଲୋକସଭାର ବାଚସ୍ପତି ଓମ ବିର୍ଲା ଉଦଘାଟନ କରିବେ। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ।
ଏଥିରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେବେ। ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଏ ନେଇ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ଆଲୋଚନା କରାଯାଇଛି । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ। ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହ ସାଂସ୍କୃତିକ କାର୍ୟ୍ୟକ୍ରମର ଆୟୋଜନ କରାଯିବ।
ଆଜିଠୁ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







