The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜିଠୁ ଆଇସିସିର ନୂଆ ନିୟମ,ସବୁ ଖେଳାଳି ପିନ୍ଧିବେ ହେଲମେଟ୍

Facebook
Twitter
LinkedIn

ନୂଆଦିଲ୍ଲୀ: କ୍ରିକେଟ ଖେଳ ନିୟମରେ ହେବ ବଡ ପରିବର୍ତ୍ତନ । ଆଜିଠୁ ଲାଗୁ ହେଉଛି ଆଇସିସିର ନୂଆ ନିୟମ । ଏଣିକି ସବୁ ଖେଳାଳି ହେଲମେଟ୍ ପିନ୍ଧିବାକୁ ବାଧ୍ୟ । ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ଅନେକ ସମୟରେ ଖେଳାଳିମାନେ ବିନା ହେଲମେଟରେ ଖେଳୁଥିଲେ । ଫଳରେ ବଲ ବାଜି ଅଘଟଣ ମଧ୍ୟ ଘଟୁଥିଲା । ଏଣୁ ସେମାନଙ୍କର ସୁରକ୍ଷା ପାଇଁ ଏପରି ନିଷ୍ପତ୍ତି ନେଇଛି ଆନ୍ତର୍ଜାତୀୟ କ୍ରିକେଟ ପରିଷଦ । ସେହିପରି ଥାର୍ଡ ଅମ୍ପାୟାରକୁ-ଅମ୍ପୟାର ଦେଉଥିବା ସଫ୍ଟ ସିଗନାଲ ଆଉ ଦେବାକୁ ପଡିବ ନାହିଁ । ଫ୍ରି-ହିଟ ବଲରେ ରନ କରିବାରେ ନିୟମରେ ମଧ୍ୟ ପରବର୍ତ୍ତନ କରିଛି ଆଇସିସି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login