The Ultimate Managed Hosting Platform
ADVERTISEMENT

ଆଜିଠୁ ଆରମ୍ଭ ହେଲା ମୋ ଘର’ ଆବେଦନ ପ୍ରକ୍ରିୟା

Facebook
Twitter
LinkedIn

ଭୁବନେଶ୍ୱର :ରାଜ୍ୟର ସମସ୍ତ ଅଧିବାସୀଙ୍କ ପୂରଣ ହେବ ଫପକ୍କା ଘର ସ୍ବପ୍ନ। ଆଜିଠୁ ଆରମ୍ଭ ହେଉଛି ଫମୋ ଘର’ ଆବେଦନ ପ୍ରକ୍ରିୟା । rhodisha. gov. in/ moghara ଓ୍ବେବସାଇଟ ମାଧ୍ୟମରେ ଋଣ ପାଇବା ପାଇଁ ଆଗ୍ରହୀ ବ୍ୟକ୍ତି ଆବେଦନ କରୁଛନ୍ତି। ଓ୍ବେବସାଇଟରେ ଆବେଦନ କରିନପାରିଲେ ମୋ ସେବା କେନ୍ଦ୍ର ମାଧ୍ୟମରେ ଆବେଦନ କରିବାର ସୁବିଧା ମଧ୍ୟ ରହିଛି ।ଆବେଦନ କରିବା ସମୟରେ ଆବେଦନକାରୀଙ୍କ ନିଜ ନାମରେ ଘରବାଡ଼ି ରେକର୍ଡ ଜମିପଟ୍ଟା, ଆଧାର କାର୍ଡ, ଯେ କୌଣସି ପରିଚୟ ପତ୍ର ଦେବାକୁ ପଡ଼ିବ । ଯୋଗ୍ୟ ହିତାଧିକାରୀଙ୍କୁ ରାଜ୍ୟ ସରକାର ଘର ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇଦେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login