The Ultimate Managed Hosting Platform
ADVERTISEMENT

ଆଜିଠୁ ଚାରିଦିନ ପୁଣି ଲଗାଣ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠାରୁ ଚାରିଦିନ ପୁଣି ଲଗାଣ ବର୍ଷା ହେବାର ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ | ଆଜି ଉତ୍ତର ଉପକୂଳ ଓଡିଶା, କେନ୍ଦୁଝର, ମୟୁରଭଞ୍ଜ, ପୁରୀରେ ଏବଂ କିଛି କିଛି ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି | ସେହିପରି ୨୨ ତାରିଖରେ ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି | ୨୩ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରାଯାଉଛି | ବର୍ତ୍ତମାନ ସୁଦ୍ଧା ୬ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି କରାଯାଇଛି | ଏବଂ ଆଗାମୀ ତିନିଦିନ ଭିତରେ ୩ ରୁ ୪ ଡିଗ୍ରୀ ସେଲସିୟସ ତାପମାତ୍ରା ବଢିବ ଏବଂ ଶୀତ କମିବ |

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login