The Ultimate Managed Hosting Platform
ADVERTISEMENT

ଆଜିଠୁ ପିତୃପକ୍ଷ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର ଆଜିଠୁ ପିତୃପକ୍ଷ ଆରମ୍ଭ। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିରୁ ଆରମ୍ଭ ହୋଇଛି ପିତୃପକ୍ଷ। ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଓ ସମୁଦ୍ର ବେଳାଭୂମିରେ ଗହଳି ଦେଖିବାକୁ ମିଳିଛି । ବହୁ ଲୋକ ନିଜନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଏନେଇ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି । ଦୀର୍ଘ ୧୫ ଧରି ପିତୃପୁରୁଷ ମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ୟ୍ୟନ୍ତ ପିତୃପକ୍ଷ ଚାଲୁରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login