The Ultimate Managed Hosting Platform
ADVERTISEMENT

ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି। ତିନି ଦିନ ଧରି ଚାଲିବ ଏହି ନୀତି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।
ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ୟେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦିଆଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login