The Ultimate Managed Hosting Platform
ADVERTISEMENT

ଆଣ୍ଡାମାନ ଛୁଇଁଲା ମୈାସୁମୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆଇଏମଡିର ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ ବାୟୁମଣ୍ଡଳ ଏବଂ ଅନ୍ୟାନ୍ୟ ପରିସ୍ଥିତି ଅତ୍ୟନ୍ତ ଅନୁକୂଳ ରହିଛି । ଫଳସ୍ୱରୂପ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହିତ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପର ଅନେକ ଅଂଶରେ ମଧ୍ୟମରୁ ପ୍ରବଳ ବର୍ଷା, ଝଡ଼ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login