ନୂଆଦିଲ୍ଲୀ : ଆତଙ୍କୀ ଆକ୍ରମଣ ପରେ ହେଲ୍ପ ଲାଇନ ନଂ ଜାରି କଲା ଅନନ୍ତନାଗ ପୋଲିସ । ହେଲ୍ପ ଲାଇନ ନଂ-୯୫୯୬୭୭୭୬୬୯, ୦୧୯୩୨୨୨୫୮୭୦ ଜାରି । କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ। ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୨୭ ଜଣ ପର୍ୟ୍ୟଟକ ପ୍ରାଣ ହରାଇଛନ୍ତି । ଆକ୍ରମଣରେ ୨ ବିଦେଶୀ ପର୍ୟ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କାରହିଛି। ମୃତକଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାର ଜଣେ ପର୍ୟ୍ୟଟକ ରହିଛନ୍ତି। ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାଁଓ ଅଞ୍ଚଳରେ ହୋଇଛି ଆତଙ୍କବାଦୀ ଆକ୍ରମଣ। ପର୍ୟ୍ୟଟକ ମାନେ ଏକ ବଜାରରେ ଥିବା ବେଳେ ହଠାତ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ପୋଲିସ ଓ ସେନା ୟୁନିଫର୍ମରେ ଆସି ଗୁଳିବର୍ଷା କରିଥିଲେ। ବର୍ବର ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା।ଜମ୍ମୁ କଶ୍ମୀରର ପହଲଗାମରେ ଗତକାଲି ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ର ଜଣେ ଓଡ଼ିଆ ପର୍ୟ୍ୟଟକ ମୃତ୍ୟୁ ବରଂ କରିଛନ୍ତି । ମୃତକ ହେଉଛନ୍ତି ବାଲେଶ୍ବର ସଦର ବ୍ଲକ ସାରଗାଁ ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ଦିଅର ପ୍ରଶାନ୍ତ ଶତପଥୀ । ଆତଙ୍କବାଦୀଙ୍କ ଗୁଳିମାଡ଼ର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି ସେ । ସେ ଗତ ୧୯ ତାରିଖ ଦିନ ପତ୍ନୀ ପ୍ରିୟଦର୍ଶିନୀ ଆଚାର୍ୟ୍ୟ ଓ ପୁଅ ତନୁଜଙ୍କୁ ନେଇ ଜମ୍ମୁ କଶ୍ମୀର ବୁଲିବାକୁ ଯାଇଥିଲେ। ଆଜି ସେଠାରେ ପୁଅ ଓ ପତ୍ନୀଙ୍କ ସହିତ ବୁଲୁଥିବା ବେଳେ ଆତଙ୍କବାଦୀମାନେ ପର୍ୟ୍ୟଟକମାନଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ। ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ଜମ୍ମୁ କଶ୍ମୀର ଅନନ୍ତନାଗ ପୁଲିସ ସ୍ପଷ୍ଟ କରିଛି।
ଆତଙ୍କୀ ହମଲା : ହେଲ୍ପଲାଇନ ନଂ ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
Casino770 : analyse de son offre et de sa situation en France
Casino770 reste une marque de casino en ligne connue, avec une présence documentée depuis plusieurs années et un catalogue historique...
betriviera comparé selon le support crypto et les services bancaires en euros
Pour choisir une plateforme de casino, le moyen de dépôt compte presque autant que les jeux. Cette analyse de casino...
Betzino propose-t-il des loteries, des lootboxes ou des jeux à gains ?
Vous cherchez à savoir si Betzino propose autre chose que les machines à sous, la roulette et le casino en...
winshark casino: Wagering-Anforderungen verständlich erklärt
Wer den winshark casino Wagering Requirements näher betrachtet, sollte nicht nur auf die beworbene Bonusgröße achten. Entscheidend sind Umsatzfaktor, Höchsteinsatz,...







