The Ultimate Managed Hosting Platform
ADVERTISEMENT

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି ।

Facebook
Twitter
LinkedIn

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି ।  ଆଜି ସୁନା ଦର ବୃଦ୍ଧି ପାଇଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪ ହଜାର ୦୦୦ ଟଙ୍କା ରହିଥିବା ବେଳେ ଆଜି ମଧ୍ୟ ତାହା ସ୍ଥିର ରହି ୫୪ ହଜାର ୨୦୦ ଟଙ୍କା ରହିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୨,୦୦୦ ଟଙ୍କା ରହିଛି । ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୭ ହଜାର ୩୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୨,୭୦୦ ରାହିଛି । ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୩,୬୦୦ ଟଙ୍କା ରହିଛି 

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୬୪୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୩୪୦ (କ୍ୟାସ ୯୯୫) ଟଙ୍କା ରହିଛି ।

ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି ।  ଶୁଦ୍ଧ ରୂପା କିଲୋ ପିଛା ୬୯,୬୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login