The Ultimate Managed Hosting Platform
ADVERTISEMENT

ଆବାସ ଘର ତଦନ୍ତ ହେବ –ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ମିଲିଥିବା ଆବସ ଘର ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିଦେ୍ର୍ଦଶ । ଏକାମ୍ର ଭୁବନେଶ୍ୱରର ମଇଁଷିଆଖାଲ ଓ ଗଧିଆଖାଲ ଆବାସ ଘର ତଦନ୍ତ ହେବ । ଘର ପାଇବା ପରେ ଅନ୍ୟକୁ ଘର ଦେଇଥିବା ଅଭିଯୋଗ ହୋଇଛି । ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଗୃହରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login