The Ultimate Managed Hosting Platform
ADVERTISEMENT

ଆମୋନିଆମ ଗ୍ୟାସ ଲିକ ; ୪ ଅସୁସ୍ଥ

Facebook
Twitter
LinkedIn

ପାରାଦୀପ : ଆଇସପ୍ଲାଣ୍ଟରେ ଆମୋନିଆ ଗ୍ୟାସ ଲିକ । ଲକ ଥାନା ପାରାଦୀପ ଗଡ ପ୍ଲାଣ୍ଟରେ ଅଘଟଣ । ଗ୍ୟାସ ଲିକ ଯୋଗୁ ୪ ଜଣ ଶ୍ରମିକ ଅସୁସ୍ଥ ହୋଇଥିବା ସୂଚନା । କମ୍ପାନୀର ହୋଷ୍ଟ ପାଇପ ଫାଟିବାରୁ ଆମୋନିଆ ଗ୍ୟାସ ଲିକ ହୋଇଥିଲା । ଗ୍ୟାସ ପ୍ରଭାବରେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ଆଖି ଓ ନାକ ପୋଡ଼ୁଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login