The Ultimate Managed Hosting Platform
ADVERTISEMENT

ଆରପାରିରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତି, ଲିଭର ସିସୋରିସ ରୋଗରେ ଥିଲେ ପୀଡିତ

Facebook
Twitter
LinkedIn

ଭୁବନେଶ୍ୱର: ପରଲାକେରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦୀର୍ଘ ଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡିତ ଥିବାରୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଜାରିଥିବା ବେଳେ ତାଙ୍କର ପରଲୋକ ଘଟିଛି । ଏହି ଖବର ଶୁଣିବା ପରେ ଓଲିଉଡଠୁ ଆରମ୍ଭ କରି ପୂରା ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି ।ସୂଚନା ଥାଉକି ୧୯୭୭ ମସିହାରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିଅର ଆରମ୍ଭ କରିଥିଲେ । ଦୀର୍ଘଦନ ଧରି ଓଡ଼ିଆ ସିନେମା ଜଗତର ସୁପରଷ୍ଟାର ଥିଲେ ଉତ୍ତମ । ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ । ଏପିରିକି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚତ୍ରି ପୁରସ୍କାର, ଜୟଦେବ ପୁରସ୍କାର ପରି ଅନେକ ପୁରସ୍କାର ହାତେଇଥିଲେ । ତେବେ ଉତ୍ତମଙ୍କ ଅଭିନୀତ ଦଣ୍ଡା ବାଳୁଙ୍ଗା ତାଙ୍କୁ ଘରେ ଘରେ ବେଶ୍ ପରିଚିତ କରିଥିଲା । ୧୯୮୭ ମସିହାରେ ଓଲିଉଡ କ୍ୱିନ୍ ଅପରାଜିତଙ୍କୁ ସେ ବିବାହ କରିଥିଲେ । ତାଙ୍କର ଏକମାତ୍ର ପୁଅ ବାବୁସାନ ଓଲିଉଡ଼ର ଜଣେ ଜଣାଶୁଣା ଅଭିନେତା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login