The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆରବ ସାଗରରେ ବାତ୍ୟା , ଓମାନ ଯିବ

Facebook
Twitter
LinkedIn

ଆରବ ସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବ । ୨୨ ତାରିଖ ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା । ୨୪ ତାରିଖ ସକାଳଠୁ ଦକ୍ଷିଣ ଓମାନ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳକୁ ମୁହାଁଇବ । ଓମାନ ଓ ୟେମେନ ଉପକୂଳକୁ ମୁହାଁ ହେବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଏହାରି ପ୍ରଭାବରେ ୨୪ ତାରିଖରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login