The Ultimate Managed Hosting Platform
ADVERTISEMENT

ଆସନ୍ତା ୨୮ରେ ବିଜେଡିର ସଂସଦୀୟ ଦଳ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ବସିବ ବିଜେଡିର ସଂସଦୀୟ ଦଳ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସଂସଦର ବଜେଟ ଅଧିବେଶନ ପୂର୍ବରୁ ବିଜେଡିର ଏହି ବୈଠକ ବସିବ ବୋଲି ସୂଚନା ମିଳିଛି । ଏହି ବୈଠକରେ ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି। ୭ ରାଜ୍ୟସଭା ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ନବୀନ । ଏକ ଦେଶ ଏକ ନିର୍ବାଚନ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏକ ଦେଶ ଏକ ନିର୍ବାଚନ ସଂପର୍କିତ ଜେପିସିର ସଦସ୍ୟ ଅଛନ୍ତି ସାଂସଦ ମାନସ ମଙ୍ଗରାଜ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login