The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଯାଜପୁରରୁ ହେବ ଶୁଭାରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟରେ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ । ଏହାକୁ ମିଶାଇ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହାସହ ଯେଉଁମାନେ ଘଚଉଓରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଉଭୟ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login