The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମୁମ୍ବାଇରୁ ଫେରିବେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ମୁମ୍ବାଇରୁ ଭୁବନେଶ୍ବର ଫେରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସର୍ଭାଇକାଲ ଆର୍ଥ୍ରାଇଟିସ ସର୍ଜରୀରୁ ସଂପୂର୍ଣ୍ଣ ସୁସ୍ଥ ହେବା ପରେ ସେ ଓଡ଼ିଶା ଫେରୁଛନ୍ତି । ଜୁଲାଇ ୭ତାରିଖରେ ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରୁ ଡିସଚାର୍ଜ ହୋଇଥିଲେ । ଜୁନ ୨୦ରେ ନବୀନ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିିଲେ, ଜୁନ ୨୨ ତାରିଖରେ ନବୀନଙ୍କ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login