The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମୁମ୍ବାଇରୁ ଫେରିବେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ମୁମ୍ବାଇରୁ ଭୁବନେଶ୍ବର ଫେରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସର୍ଭାଇକାଲ ଆର୍ଥ୍ରାଇଟିସ ସର୍ଜରୀରୁ ସଂପୂର୍ଣ୍ଣ ସୁସ୍ଥ ହେବା ପରେ ସେ ଓଡ଼ିଶା ଫେରୁଛନ୍ତି । ଜୁଲାଇ ୭ତାରିଖରେ ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରୁ ଡିସଚାର୍ଜ ହୋଇଥିଲେ । ଜୁନ ୨୦ରେ ନବୀନ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିିଲେ, ଜୁନ ୨୨ ତାରିଖରେ ନବୀନଙ୍କ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login