The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବଡବଡିଆ ଡାକିବେ ଶ୍ରଦ୍ଧାଳୁ , ୨୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ଦାୟିତ୍ବରେ ୨୮ ପ୍ଲାଟୁନ ପୋଲିସ ଫୋର୍ସ ସହିତ ୪ ଜଣ ଅତିରିକ୍ତ ଏସପି , ୧୫ ଡିଏସପି, ୧୪ ଜଣ ଇନ୍ସପେକ୍ଟର ମୁତୟନ ହେବେ । ସିଂହଦ୍ଵାର ନିକଟରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବା ପାଇଁ ଚାରୋଟି ସ୍ଥାନ ନିରୂପଣ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login