The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ପୁରୀ : ଆସନ୍ତା କାଲି ପୁରୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ପାଳନ ହେବ ପଞ୍ଚାୟତିରାଜ ଦିବସ । କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ୍ କାର୍ଡ ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ପୂରା ମନ୍ତ୍ରୀମଣ୍ଡଳ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି । କାଲି ପ୍ରଥମ ପର୍ୟ୍ୟାୟ କାର୍ଡ ବଣ୍ଟନ ହେବ । ପରବର୍ତ୍ତୀ ସମୟରେ ପର୍ୟ୍ୟାୟକ୍ରମେ ହିତାଧିକାରୀଙ୍କୁ କାର୍ଡ ବଣ୍ଟାଯିବ । ଏହାକୁ ଲାମିନେସନ୍ କରି ହିତାଧିକାରୀଙ୍କୁ ବାଣ୍ଟିବାକୁ ନିଷ୍ପତ୍ତ ହୋଇଛି । କାର୍ୟ୍ୟକ୍ରମ ପାଇଁ ପୁରୀ ତାଳବଣିଆ ଠାରେ କାର୍ୟ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ପର୍ୟ୍ୟାୟ ରେ ପହଞ୍ଚିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login