The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆସିଲା ମହିଳା ସଂରକ୍ଷଣ ବିଲ୍

Facebook
Twitter
LinkedIn

ନୂଆଦିଲ୍ଲୀ : ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ ଉପସ୍ଥାପନ । ମହିଳା ସରଂକ୍ଷଣ ବିଲ୍ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା । ନୂଆ ସଂସଦର ପ୍ରଥମ ଅଧିବେଶନରେ ବିଲ୍ ଉପସ୍ଥାପନ । ମହିଳା ସଂରକ୍ଷଣ ବିଲ୍ ହେବ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ । ବିଲ୍ ସର୍ବସମ୍ମତ ଭାବେ ପାରିତ କରିବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ ।
ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ନିଜ କାର୍ୟ୍ୟକାଳ ସମୟରେ ଅନେକ ଥର ମହିଳା ସଂରକ୍ଷଣ ବିଲ୍ ଆଗତ କରିଥିଲେ । କିନ୍ତୁ ପାରିତ କରିବାକୁ ଆବଶ୍ୟକ ସଂଖ୍ୟା ବଳ ନଥିଲା । ଏଥିପାଇଁ ତାଙ୍କର ସ୍ବପ୍ନ ଅଧୁରା ରହିଗଲା । ମହିଳାଙ୍କୁ ସେମାନଙ୍କ ଅଧିକାର ଦେବା ଓ ଶକ୍ତିକୁ ଆକାର ଦେବାରେ ତାଙ୍କୁ ଭଗବାନ ତାଙ୍କୁ ବାଛିଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଲ୍ ପାରିତ ହେଲେ ଲୋକସଭାରେ ମହିଳାଙ୍କ ପାଇଁ ହେବ ୧୮୧ ସିଟ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login