The Ultimate Managed Hosting Platform
ADVERTISEMENT

ଆସୁଛନ୍ତି ନଡ୍ଡା

Facebook
Twitter
LinkedIn

ଭୁବନେଶ୍ୱର : ଆସୁଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆଜି ସନ୍ଧ୍ୟା ୭ଟା ୫୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ । ସେଠାରୁ ସିଧା ପୁରୀ ଯାଇ ରାତ୍ରି ଯାପନ କରିବେ ନଡ୍ଡା । ୨୮ ତାରିଖ ଦିନ ୧୦ଟାରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଉଦଘାଟନ କରିବେ । ଅପରାହ୍ନ ୨ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ଅଢେଇ ଘଣ୍ଟା ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login