ଭୁବନେଶ୍ୱର : ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗାପେସାଗରରେ ଲଘୁଚାପ ସମ୍ଭାବନା । ଲଘୁଚାପ ସୃଷ୍ଟି ସହ ପଶ୍ଚିମ ଉତ୍ତର -ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହେବା ସମ୍ଭାବନା । ୨୪ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ସମ୍ଭାବନା । ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବ ଅବପାତ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ସମ୍ଭାବନା ।
Views: 36











