The Ultimate Managed Hosting Platform
ADVERTISEMENT

ଆସ୍ଥା ଭୋଟ ଜିତିଲେ ଚମ୍ପାଇ ସୋରେନ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ଝାରଖଣ୍ଡରେ ଅସ୍ଥା ଭୋଟ୍ ହୋଇଯାଇଛି। ନୂତନ ଭାବେ ଶପଥ ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ବିଧାନସଭାରେ ବିଧାୟକମାନଙ୍କଠାରୁ ଆସ୍ଥା ଭୋଟ ହାତେଇଛନ୍ତି। ଏହି ଆସ୍ଥା ଭୋଟ୍ରେ ସେ ବିଜୟୀ ହୋଇଛନ୍ତି। ୪୭ ଜଣ ବିଧାୟକଙ୍କ ସମର୍ଥନରେ ସେ ଜିତିଥିବା ସୂଚନା ରହିଛି। ସେହିପରି ବିରୋଧୀ ଦଳକୁ ମିଳିଛି ମାତ୍ର ୨୯ଟି ଭୋଟ୍। ଝାରଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷନ୍ ଚମ୍ପାଇ ସୋରେନଙ୍କୁ ବିଜୟୀ ଘୋଷଣା କରିଛନ୍ତି। ଝାରଖଣ୍ଡ ବିଧାନସଭାରେ ହାହୋଲ୍ଲାର ସହ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଚମ୍ପାଇ ସୋରେନ ବିଜୟୀ ହେବା ପରେ ଗୃହକୁ ଦିନକ ପାଇଁ ସ୍ଥଗିତ ରଖାଯାଇଛି। ମଙ୍ଗଳବାର ଦିନ ପୁଣି କାର୍ୟ୍ୟ ଆରମ୍ଭ ହେବ।
ô

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login