The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣା ; ଆହୁରି କଡା ଚେକିଂ ହେବ -ଆଇନମନ୍ତ୍ରୀ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା । ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ କହିଲେ ଆଇନମନ୍ତ୍ରୀ । ଏହା ଜାଣିବା ବି କଷ୍ଟ , କେବଳ ଫଟୋ ଉଠାଇବା ବେଳେ ଜାଣିହେବ । ଆହୁରି କଠୋରତାର ସହ କିପରି ଚେକିଂ କରାଯିବ ବିଚାର କରୁଛୁ । ଏଭଳି ଚଞ୍ଚକତା କରି ଶ୍ରୀମନ୍ଦିର ଫଟୋ ଉଠାଇବାକୁ ଚେଷ୍ଟା କରୁଛନ୍ତି ଦଣ୍ଡ ଦେବୁ ।
ସୂଚନା ଅନୁସାରେ ଆଜି ପଶ୍ଚିମଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଯିବା ପୂର୍ବରୁ ଜନୈକ ଭକ୍ତଙ୍କୁ ଅଟକ କଲେ ସୁରକ୍ଷାକର୍ମୀ । ଅଟକ ଭକ୍ତ ହେଉଛନ୍ତି ପଶ୍ଚିମବଙ୍ଗର ପ୍ରୀତିଶ ପାଲ୍ । ସିଂହଦ୍ଵାର ଥାନାରେ ଅଟକ ଅଛନ୍ତି । ଚଷମା ସହ ଫିଟିଂ କରିଥିଲେ ହିଡେନ୍ କ୍ୟାମେରା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login