The Ultimate Managed Hosting Platform
ADVERTISEMENT

ଇଂଲଣ୍ଡ ଗସ୍ତ ପାଇଁ ଟେଷ୍ଟ ଟିମ ଘୋଷଣା ; ଗିଲ କ୍ୟାପଟେନ, ରିଷଭ ପନ୍ତ ଉପଅଧିନାୟକ

Facebook
Twitter
LinkedIn

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ କ୍ରିକେଟ ଟିମ । ଶୁବମନ ଗିଲଙ୍କୁ ଟେଷ୍ଟ ଟିମର ଅଧିନାୟକ ଦାୟିତ୍ୱ । ୧୮ ଜଣିଆ ଟେଷ୍ଟ ଟିମ ଘୋଷଣା କଲା ବିସିସିଆଇ । ରିଷଭ ପନ୍ତଙ୍କୁ ଉପ ଅଧିନାୟକ ଦାୟିତ୍ୱ । ଟେଷ୍ଟ ଟିମର ୩୭ ତମ କ୍ୟାପଟେନ୍ ହେଲେ ଶୁବମନ ଗିଲ । ଦଳରେ ଯଶସ୍ବୀ ଜୟସ୍ବାଲ, କେ.ଏଲ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ବରନ୍, କରୁଣ ନାୟର, ନୀତିଶ ରେଡ୍ଡୀ, ରାବୀନ୍ଦ୍ର ଜାଡେଜା, ଧ୍ରୁବ ଜୁରେଲ୍, ୱାସିଂଙ୍ଗଟନ୍ ସୁନ୍ଦର, ସାର୍ଦ୍ଦୁଲ ଠାକୁର, ଯଶପ୍ରୀତ ବୁମ୍ରା, ଆକାଶଦୀପ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ ଆଦି ସାମିଲ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login