The Ultimate Managed Hosting Platform
ADVERTISEMENT

ଇଣ୍ଡୋନେସିଆରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ଭୂକମ୍ପ ଝଟକା ଅନୁଭୂତ । ତଲାଉଡ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୭ । ଭୋର ୨ଟା ୧୮ ମିନିଟରେ ଅନୁଭୂତ ହୋଇଥିଲା ଝଟକା । ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ ୮୦ କିମି ଗଭୀରତାରେ ରହିଥିଲା । ତେବେ ଏଥିରେ କ୍ଷୟକ୍ଷତି ନେଇ କୈାଣସି ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login