The Ultimate Managed Hosting Platform
ADVERTISEMENT

 ଇସ୍ତାନବୁଲରେ ବଡ଼ ଧରଣର ବିସ୍ଫୋରଣ, ୧୦ ଆହତ

Facebook
Twitter
LinkedIn

ତୁର୍କୀର ଇସ୍ତାନବୁଲରେ ସୋମବାର ବଡ଼ ଧରଣର ବିସ୍ଫୋରଣ ଘଟିଛି । ଏଥିରେ ୧୦ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ହେବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି । ଆହତଙ୍କୁ ଡାକ୍ତରଖାନାକୁ ନିଆଯାଇଛି । ଏହି ବିସ୍ଫୋରଣ ଇସ୍ତାନବୁଲର ବେୟୋଗ୍ଲୁ ଜିଲ୍ଲାରେ ହୋଇଛି । ପରେ ସେହି ସ୍ଥାନକୁ ଖାଲି କରିଦିଆଯାଇଛି । ମାତ୍ର ଏହି ବିସ୍ଫୋରଣ କାହିଁକି ହୋଇଛି ତାହା ଏବେ ଯାଏ ଜଣାପଡ଼ିନାହିଁ।

ପ୍ରକାଶ ଯେ, ଏହି ଧମକା ଏତେ ଜୋରେ ହୋଇଥିଲା କି ଏହାର ଶଦ୍ଦ ବହୁତ ଦୂର ପର୍ଯ୍ୟନ୍ତ ଶୁଣାଯାଇଥିଲା । ଏହାର ଶଦ୍ଦ ଶୁଣି ଲୋକମାନଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ଖବରପାଇ ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଏହାସହ ସ୍ଥାନୀୟ ଅଞ୍ଚଳରେ ଲୋକମାନଙ୍କ ଶାନ୍ତି ବଜାୟ ରଖିବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login