The Ultimate Managed Hosting Platform
ADVERTISEMENT

ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନାହୁ ହସ୍ପିଟାଲରେ ଭର୍ତ୍ତି

Facebook
Twitter
LinkedIn

ନୂଆଦିଲ୍ଲୀ : ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନାହୁ ହସ୍ପିଟାଲରେ ଭର୍ତ୍ତି । ତାଙ୍କର ସ୍ୱାସ୍ଥ୍ୟ ଅବନତି ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଥିଲା । ତାଙ୍କର ପ୍ରୋ େ ଷ୍ଟଟ ସର୍ଜରୀ କରାଯାଇଥିବା ବେଳେ ଅପରେସନ ସଫଳ ହୋଇଛି । ନେତ୍ୟାନାହୁ ଆଉ କିଛି ଦିନ ହସ୍ପିଟାଲରେ ରହିବେ । ସେଥିପାଇଁ ତାଙ୍କ ଘନିଷ୍ଠ ସହଯୋଗୀ ୟାରିଭ ଲେଭିନ୍, ଯିଏକି ତାଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ତଥା ନ୍ୟାୟ ମନ୍ତ୍ରୀ ଅଛନ୍ତି ସେ କାର୍ୟ୍ୟକାରୀ ପ୍ରଧାନମନ୍ତ୍ରୀ ଭାବରେ କାର୍ୟ୍ୟ କରିବେ । ଇସ୍ରାଏଲର ସରକାରୀ କାର୍ୟ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ନେତାନ୍ୟାହୁ ବୁଧବାର ଏକ ମୂତ୍ରନଳୀ ସଂକ୍ରମଣରେ ଆକ୍ରାନ୍ତ ହୋଇଥିଲେ । ଯାହା ପରେ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା । ତାଙ୍କ ନିକଟବର୍ତ୍ତୀ ଲୋକମାନେ ଜେରୁଜେଲମ୍ ପୋଷ୍ଟକୁ କହିଛନ୍ତି ଯେ କ୍ରମାଗତ ଭାବରେ ଯୁଦ୍ଧରେ ଜଡିତ ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ସେ ଅନେକ ଦିନ ହେବ ତାଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେଇନଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login