The Ultimate Managed Hosting Platform
ADVERTISEMENT

ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଡ. ଭି.ନାରାୟଣନ, ଆସନ୍ତା ୧୪ରେ ଗ୍ରହଣ କରିବେ ଦାୟିତ୍ୱ

Facebook
Twitter
LinkedIn

ନୂଆଦିଲ୍ଲୀ : ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଭି. ନାରାୟଣନ । କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ଏ ନେଇ ସୂଚନା ଜାରି କରିଛି । ସେ ଏବେ ଲିକ୍ୟୁଇଡ ପ୍ରପଲ୍ୟୁସନ୍ ସିଷ୍ଟମ ସେଣ୍ଟରର ନିର୍ଦ୍ଦେଶକ ଅଛନ୍ତି । ଆସନ୍ତା ୧୪ ତାରିଖରେ ଇସ୍ରୋର ଅଧ୍ୟକ୍ଷ ଏସ ସୋମନାଥଙ୍କଠାରୁ ନୂଆ ଦାୟିତ୍ବ ଗ୍ରହଣ କରିବେ । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login