The Ultimate Managed Hosting Platform
ADVERTISEMENT

ଉଜୁଡିଗଲା ସଂସାର, ଆଇଆଇସିଙ୍କ ଉପସ୍ଥିତିରେ ବିଷ ପିଇଦେଲେ ମହିଳା

Facebook
Twitter
LinkedIn

ରାୟଗଡା : ରାୟଗଡା କଲ୍ୟାଣସିଂହପୁରରେ ବିଷ ପିଇଦେଲେ ମହିଳା । ସ୍ୱାମୀ ଓ ପୁଅର ମୃତ୍ୟୁ ପରେ ବିଷ ପିଇଦେଲେ । ଗୁରୁତର ଅବସ୍ଥାନେ କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି । ଥାନା ଆଇଆଇସିଙ୍କ ଉପସ୍ଥିତିରେ ପିଇଦେଲେ ବିଷ । କଲଭର୍ଟ ଭୁଶୁଡି ୫ ମୃତ । ରାୟଗଡା କଲ୍ୟାଣସିଂହପୁର ଉପରସଜା ନିକଟରେ ଥିବା କଲଭର୍ଟ ଭୁଶୁଡି ପଡିଛି । ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ଓ ଜଣେ ୪୫ ବର୍ଷିୟ ବ୍ୟକ୍ତି ଅଛନ୍ତି । ସାଂଘାତିକ କଥା ହେଉଛି ଏହି ଦୁର୍ଘଟଣାରେ ବାପ, ପୁଅଙ୍କ ଜୀବନ ଯାଇଛି । ଏଭଳି ଦୁଃଖଦ ଘଟଣାରେ ଭାଙ୍ଗି ପଡ଼ିଥିବା ମୃତକଙ୍କ ପତ୍ନୀ ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ ଆଣିଥିଲେ । ସେପଟେ ଘଟଣା ସ୍ଥଳରେ ମନ୍ତ୍ରୀ ଜଗନ୍ନାଥ ସାରକା ଓ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ପହଞ୍ଚିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login