The Ultimate Managed Hosting Platform
ADVERTISEMENT

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା , ୯ ଶ୍ରମିକ ନିଖୋଜ

Facebook
Twitter
LinkedIn

ଉତ୍ତରାଖଣ୍ଡ : ଗତକାଲି ରାତିରୁ ଉତ୍ତରାଖଣ୍ଡର ପାହାଡ଼ି ଜିଲ୍ଲାଗୁଡ଼ିକରେ ବାଦଲ ଫଟା ବର୍ଷା । ଉତ୍ତରକାଶୀ ଜିଲ୍ଲାରେ ଏକ ହୋଟେଲ ନିର୍ମାଣରେ ନିୟୋଜିତ ଥିବା ନଅ ଜଣ ଶ୍ରମିକ ନିଖୋଜ ହୋଇଯାଇଛନ୍ତି। ପ୍ରବଳ ବର୍ଷା ହେବ ଫଳରେ ଯମୁନୋତ୍ରୀ ରାଜପଥ ୧୦ ମିଟର ଧୋଇଯାଇଛି । ରୁଦ୍ରପ୍ରୟାଗ ଏବଂ ଚାମୋଲି ଜିଲ୍ଲାରେ ଅବସ୍ଥିତ ବଦ୍ରିନାଥ ଏବଂ କେଦାରନାଥ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ, ମନ୍ଦାକିନୀ ଏବଂ ଅଳକନନ୍ଦା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି । ଉଭୟ ଜିଲ୍ଲାର ପୋଲିସ ନଦୀ କୂଳରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ଅନୁରୋଧ କରୁଛନ୍ତି ଏବଂ ତୀର୍ଥଯାତ୍ରୀ ଏବଂ ଅନ୍ୟ ଲୋକମାନଙ୍କୁ ନଦୀ କୂଳକୁ ଯିବାରୁ ରୋକିବାକୁ ମଧ୍ୟ ଅନୁରୋଧ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ADVERTISEMENT
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ଅପେକ୍ଷା ରଥ ଟାଣିବା ପାଇଁ

ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡିଶା ପୋଲିସର ସୂଚନା, ୨ ଘଣ୍ଟାରୁ ଉଦ୍ଧ୍ୱର୍ ଅପେକ୍ଷା କରିବାକୁ ପଡିପାରେ

ପୁରୀ : ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡିଶା ପୋଲିସର ଜରୁରୀ ସୂଚନା । ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଏକ୍ସ ଜରିଆରେ ସୂଚନା । ଦୁଇ...

Login