The Ultimate Managed Hosting Platform
ADVERTISEMENT

ଏତିକି ବେଳୁ ୩୫ ଡିଗ୍ରୀ ଛୁଇଁଲାଣି ତାତି,ଆହୁରି କଲବଲ କରିବ ଗରମ ସାଙ୍ଗକୁ ଗୁଳୁଗୁଳି

Facebook
Twitter
LinkedIn

ଭୁବନେଶ୍ୱର ; ରାଜ୍ୟରୁ ହେଉଛି ଅଗ୍ନିବର୍ଷା । ତାତିରେ ସିଝୁଛି ଓଡିଶା । ଗରମ ସାଙ୍ଗକୁ ପ୍ରବଳ ଗୁଳୁଗୁଳି । ବାଲେଶ୍ୱର ଓ କେନ୍ଦୁଝର ୩୨.୨ ଡିଗ୍ରୀ ଲେଖାଏଁ ରେକର୍ଡ । ସକାଳ ସାଢେ ୮ଟା ସୁଦ୍ଧା ଝାରସୁଗୁଡା ୩୫ ଡିଗ୍ରୀ । ସମ୍ବଲପୁର ୩୪.୪, ହୀରାକୁଦ ୩୪.୪, ରାଉରକେଲା ୩୩.୬ ଡିଗ୍ରୀ ସେଲସିୟସ ଛୁଇଁଲା । ଚାନ୍ଦବାଲି ୩୨.୬, ପୁରୀ ୩୨.୬ ଓ ଭୁବନେଶ୍ୱରରେ ୩୨.୪ ଡିଗ୍ରୀ ଛୁଇଁଲା ତାପମାତ୍ରା । ବାୟୁମଣ୍ଡଳରେ ଆଦ୍ରତା ପରିମାଣ ଅଧିକ ରହିବା ହେତୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ୧୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ଗରମ ଅନୂଭୁତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଆଗାମୀ ୩ ଦିନ ପର୍ୟ୍ୟନ୍ତ ୨ ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ଆଜି ଗରମ ଓ ଗୁଳୁଗୁଳି ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login