The Ultimate Managed Hosting Platform
ADVERTISEMENT

ଏଥର ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା

Facebook
Twitter
LinkedIn

ପୁରୀ : ଏଥର ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ୟ୍ୟ ଆରମ୍ଭ ହୋଇଛି । ବଡ଼ଦାଣ୍ଡରେ ଟ୍ରାଫିକ୍ କଣ୍ଟ୍ରୋଲ ସହ ଭିଡ଼କୁ ନିୟନ୍ତ୍ରଣ କରିବାରେ ଅସ୍ତ୍ର ସାଜିବ ଏଆଇ କ୍ୟାମେରା । ସନ୍ଦିଗ୍ଧଙ୍କୁ ଚିହ୍ନଟ କରିବା ହେବ ସହଜ । ଲୋକଙ୍କୁ ମିଳିବ ହାଇ ସିକ୍ୟୁରିଟି । କଣ୍ଟ୍ରୋଲ ରୁମ୍ରୁ ଚାରିଦିଗରେ ରଖି ଦେବ କଡ଼ା ନଜର । ସହରର ପ୍ରମୁଖ ସ୍ଥାନ, ସାହି ଗଳି ଓ ଅନ୍ୟାନ୍ୟ ସ୍ଥାନ ଗୁଡ଼ିକୁ ଗୁରୁତ୍ତ୍ୱ ଦିଆଯିବ । ସେଥିପାଇଁ ପୁରୀ ପୋଲିସ ପକ୍ଷରୁ ସମସ୍ତ ପ୍ରକାରର ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ପୁରୀ ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login