The Ultimate Managed Hosting Platform
ADVERTISEMENT

ଏଥର ଲଘୁଚାପ ବର୍ଷାରେ ଭିଜିବ ପାର୍ବଣ

Facebook
Twitter
LinkedIn

ଭୁବନେଶ୍ୱର : ଭିଜିବ ପାର୍ବଣ । ଏଥର ପୂଜାକୁ ଭିଜାଇବ ଲଘୁଚାପ ବର୍ଷା । ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ କ୍ଷେତ୍ର । ମିଆଁମ୍ୟାର- ବାଂଲାଦେଶ ତଟରେ ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗର ମଧ୍ୟରେ ଲୋପ୍ରେସର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ୨୩ତାରିଖରୁ ରାଜ୍ୟରେ ବଢିବା ବର୍ଷା । ୨୫ରୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ । ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ୨୬ ଓ ୨୭ ତାରିଖରେ କେତେକ ସ୍ଥାନରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ କ୍ଷେତ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login