The Ultimate Managed Hosting Platform
ADVERTISEMENT

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Facebook
Twitter
LinkedIn

ଭୁବନେଶ୍ୱର : ଏପ୍ରିଲ ୨ ତାରିଖରୁ ସକାଳୁଆ ହେବ ସ୍କୁଲ । ବଢୁଥିବା ଖରାକୁ ଦୃଷ୍ଟିରେ ରଖି ନିଦେ୍ର୍ଦଶ ଦେଇଛନ୍ତି ରାଜ୍ୟ ସରକାର । ପ୍ରଥମ ଦ୍ୱାଦଶ ଶ୍ରେଣୀ ଯାଏ ସବୁ ସ୍କୁଲ ହେବ ସକାଳୁଆ । ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ଯାଏ ସ୍କୁଲ ଚାଲିବ ବାଲେି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । ସମସ୍ତ ସରକାରୀ, ବେସରକାରୀ, ଅନୁଦାନ ପ୍ରାପ୍ତ , ଅଣୁଦାନପ୍ରାପ୍ତ ସ୍କୁଲରେ ଏହା ଲାଗୁ ହେବ । ସ୍କୁଲରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଝଲ ମହଜୁଦ ରଖିବାକୁ ନିଦେ୍ର୍ଦଶ । ବିଶୁଦ୍ଧ ପାନୀୟ ଜଳ ସହ ଓଆରଏସ ଏବଂ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login