The Ultimate Managed Hosting Platform
ADVERTISEMENT

ଏପ୍ରିଲ ୨୨ ଓ ୨୩ରେ ମିଳିବ ସୁଭଦ୍ରା ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ବାଦ୍ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଆସନ୍ତା ୨୨ ଓ ୨୩ ତାରିଖରେ ବାଦ ପଡ଼ିଥିବା ୧ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ । ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଥିବେ ତାଙ୍କ ପାଇଁ ପୁଣି ସୁଭଦ୍ରା ଖୋଲିବ । ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ ଆସିଛି। ସେମାନଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login