ବାଲେଶ୍ୱର : ବାଲେଶ୍ୱର ଏଫଏମ ପୀଡିତାଙ୍କ ମୃତ୍ୟୁ ଘଟଣାରେ ନୂଆ ସୁରାକ । ସାମ୍ନାକୁ ଆସିଲା ଆତ୍ମାହୁତି ପୂର୍ବର ସିସିଟିଭି ଫୁଟେଜ । ପୀଡିତା ସାଇକେଲରେ ଯାଉଥିବାର ସିସିଟିଭି ଫୁଟେଜ । ସିସିଟିଭି ଦୃଶ୍ୟରୁ ସ୍ପଷ୍ଟ ଦେଖିବାକୁ ମିଳିଛି ଯେ, ପୀଡ଼ିତା ନିଜେ ହିଁ ପେଟ୍ରୋଲ ଆଣିବାକୁ ଯାଇଥିଲେ । ସେପଟେ ଏ ଘଟଣାରେ ଆଉ ୨ ଜଣଙ୍କୁ କ୍ରାଇମ୍ବ୍ରାଞ୍ଚ ଗିରଫ କରିଛି । ୨୩ ଦିନ ପରେ ଦୁଇ ଜଣ ଛାତ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଛାତ୍ରୀ ମୃତ୍ୟୁ ଘଟଣା ଷଡଯନ୍ତ୍ର ଅଭିଯୋଗରେ ଗିରଫ ହେଲେ ଦୁଇ ଛାତ୍ର। ଗିରଫ ଦୁଇ ଛାତ୍ର ହେଲେ ଶୁଭ୍ର ସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ । ଶୁଭ୍ର ସମ୍ବିତ ଏବିଭିପିର ରାଜ୍ୟ ଯୁଗ୍ମ ସମ୍ପାଦକ ଦାୟିତ୍ୱରେ ରହିଛନ୍ତି । ଜ୍ୟୋତିପ୍ରକାଶ ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ଆହତ ହୋଇଥିଲେ । ଗିରଫ ପରେ କୋର୍ଟ ଚାଲାଣ କରିଛି କ୍ରାଇମବ୍ରାଞ୍ଚ । ଛାତ୍ରୀ ଜଣଙ୍କ ନିଜ ସମସ୍ୟା ନେଇ ଲଢେଇ କରୁଥିବା ବେଳେ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିଲେ କିଛି ଛାତ୍ର । ନିକଟରେ ମୋବାଇଲ ଭିଡ଼ିଓ କରିବା ସହିତ ଆତ୍ମହତ୍ୟା ଉଦ୍ୟମ ପାଇଁ ସହଯୋଗ କରିଥିବା ଅଭିଯୋଗରେ ଦୁଇ ଛାତ୍ରଙ୍କୁ ଗିରଫ କରାଯାଇଛି ।
ଏଫଏମ ପୀଡିତାଙ୍କ ମୃତ୍ୟୁ ଘଟଣାରେ ନୂଆ ସୁରାକ ; ମିଳିଲା ମୃତ୍ୟୁ ପୂର୍ବର ସିସିଟିଭି ଫୁଟେଜ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







