The Ultimate Managed Hosting Platform
ADVERTISEMENT

ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ

Facebook
Twitter
LinkedIn

ବ୍ରହ୍ମପୁର : ଏମକେସିଜି ମେଡିକାଲ ରୋଗ ନିଦାନ କେନ୍ଦ୍ରରେ ଅଗ୍ନିକାଣ୍ଡ । ଏସି ସର୍ଟସର୍କିଟରୁ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ରହିଛି । ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ ସେକ୍ସନରେ ନିଆଁ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ କାହର କିଛି କ୍ଷତି ହୋଇନାହିଁ । ବିଦ୍ୟୁତ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login