The Ultimate Managed Hosting Platform
ADVERTISEMENT

ଏମାନଙ୍କୁ ମିଳିବନି ସୁଭଦ୍ରା ଟଙ୍କା, ଜାଣି ରଖନ୍ତୁ

Facebook
Twitter
LinkedIn

ଭୁବନେଶ୍ୱର : ବାର୍ଷିକ ୧୮ ହଜାର ଟଙ୍କାର ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଯୋଜନା । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଉଦ୍ଧ୍ୱର୍ ଆର୍ଥିକ ସହାୟକା ପାୁଥିଲେ ଅଯୋଗ୍ୟ ହେବେ । ଏ ନଇ ଉଚ୍ଚଶିକ୍ଷା ଓ ଏସସି-ଏସଟି ବିଭାଗକୁ ମହିଳା ଓ ଶିଶୁ ବିକାଶ ବିଭାଗର ଚିଠି । ଏଭଳି ସହାୟତା ପାଉଥିବା ୨୧ ବର୍ଷରୁ ଉଦ୍ଧ୍ୱର୍ ମହିଳାଙ୍କ ତଥ୍ୟ ଦେବାରୁ ନିଦେ୍ର୍ଦଶ । ‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ। ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି, ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ୟ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ।ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login