କଟକ : ଓଟିଇଟି ପରୀକ୍ଷା ସ୍ଥଗିତ ନେଇ ବିଜେଡିର ବିକ୍ଷୋଭ । ବୋର୍ଡ ଅଫିସ ସମ୍ମୁଖରେ ଛାତ୍ର ଓ ଯୁବ ବିଜେଡିର ଧାରଣା । ପ୍ରଶ୍ନପତ୍ର ଲିକ ଅଭିଯୋଗରେ ବିକ୍ଷୋଭ ପ୍ରଦର୍ଶନ । ଗତକାଲି ହେବାର ଥିଲା ସ୍ୱତନ୍ତ୍ର ଓଟିଇଟି । ଏହି ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଓଟିଇଟିର ପେପର୍-୧ ଓ ପେପର୍-୨ର ହାତଲେଖା ପ୍ରଶ୍ନ ଓ ତାହାର ଉତ୍ତର ଘୁରି ବୁଲୁଛି । ଦୁଇଟି ଯାକ ପେପର୍ର ଅଧିକାଂଶ ପ୍ରଶ୍ନ ଏବଂ ତା’ର ଉତ୍ତର ଓଡ଼ିଆ ଓ ଇଂରାଜୀର ହାତଲେଖା ପ୍ରଶ୍ନ ମୋବାଇଲ୍ରୁ ମୋବାଇଲ୍କୁ ଏବେ ଘୂରୁଥିବା ଦେଖିବାକୁ ମିଳୁଛି । ଭାଇରାଲ୍ ହେଉଥିବା ପ୍ରଶ୍ନପତ୍ର ସତ୍ୟ ବୋଲି ଜଣାପଡ଼ିଛି । ଯାହାକୁ ନେଇ ପରୀକ୍ଷା ବାତିଲ କରାଯାଇଛି । ତେବେ ପରୀକ୍ଷା ଆଗରୁ ଫେସ୍ବୁକ୍, ହ୍ଵାଟସ୍ ଆପ୍, ଇନ୍ଷ୍ଟାଗ୍ରାମ୍ ଆଦି ବିଭିନ୍ନ ସୋସିଆଲ୍ ମିଡିଆରେ ହାତ ଲେଖା ପ୍ରଶ୍ନ ବୁଲିବା ଘଟଣାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । କେଉଁ ପରିସ୍ଥିତିରେ ଏବଂ କିଏ ଏପରି ଭାଇରାଲ କଲା ତାହାର କାରଣ ଅସ୍ପଷ୍ଟ ରହିଛି । ଭାଇରାଲ ହେଉଥିବା ପ୍ରଶ୍ନପତ୍ର ସତ୍ୟାସତ୍ୟ ଥିବା ଜଣାପଡ଼ିବା ପରେ ବୋର୍ଡ କର୍ତ୍ତୃପକ୍ଷ ଉକ୍ତ ସ୍ବତନ୍ତ୍ର ଓଟିଇଟିକୁ ବାତିଲ୍ କରିଦେଇଛନ୍ତି ।
ଓଟିଇଟି ପରୀକ୍ଷା ସ୍ଥଗିତ : ବିଜେଡିର ବିକ୍ଷୋଭ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







