The Ultimate Managed Hosting Platform
ADVERTISEMENT

ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

Facebook
Twitter
LinkedIn

ଭଉବନେଶ୍ୱର : ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଫେବ୍ରୁଆରି ୨୮ରେ ଓଡ଼ିଶାରେ ପହଂଚିବା ସହ କୃଷି ଭବନ ପରିଦର୍ଶନ କରିବେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ୟ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login