The Ultimate Managed Hosting Platform
ADVERTISEMENT

ଓଡିଆ ଝିଅ ହେଲେ ଦେଶର ପ୍ରଥମ ମହିଳା ଏଡିସି

Facebook
Twitter
LinkedIn

ଭୁବନେଶ୍ବର: ଦେଶରେ କମାଲ କଲେ ଓଡିଆ ଝିଅ । ପାଇଲେ ଗୁରୁତ୍ୱପୁର୍ଣ୍ଣ ପଦବୀ । ଦେଶର ପ୍ରଥମ ମହିଳା ଏଡିସି ଭାବେ ନିଯୁକ୍ତି ପାଇଲେ ଓଡିଆ ଝିଅ ମନୀଷା ପାଢୀ। ମିଜୋରାମ ରାଜ୍ୟପାଳ ଡ.ହରିବାବୁ କାମଭାମପତିଙ୍କର ଏଡିସି ଭାବେ ତାଙ୍କୁ ନିଯୁକ୍ତି ମିଳିଛି । ମନୀଷା ଗଞ୍ଜାମ ଜିଲ୍ଲ ବ୍ରହ୍ମପୁର ବାସିନ୍ଦା। ତାଙ୍କର ମାତାପିତା ଭୁବନେଶ୍ବରରେ ରୁହନ୍ତି। ମନୀଷା ଭୁବନେଶ୍ବର ସି.ଭି.ରମଣ କଲେଜ ଅଫ ଇଂଜିନିୟରିଂରୁ ଶିକ୍ଷାଲାଭ କରିଛନ୍ତି। ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ଭାରତୀୟ ବାୟୁସେନା ଅଫିସର।
ଏଡିସି ନିଯୁକ୍ତି ହେବାପରେ ମନୀଷାଙ୍କୁ ମେଘାଳୟ ରାଜ୍ୟପାଳଙ୍କ ରାଜଭବନର ସମସ୍ତ ବରିଷ୍ଠ ଅଧିକାରୀଙ୍କ ସହ ପରିଚୟ କରାଯାଇଥିଲା। ମନୀଷା ଏୟାର ଫୋର୍ସ ଷ୍ଟେସନ ବିଦାର,ଏୟାର ଫୋର୍ସ ଷ୍ଟେସନ ପୁନେ ଓ ଏୟାର ଫୋର୍ସ ଷ୍ଟେସନ ଭତିଣ୍ଡା ଭଳି ତିନୋଟି ସ୍ଥାନରେ କାର୍ୟ୍ୟ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login