ଭୁବନେଶ୍ୱର : ଓଡିଆରେ ନାମ ଫଳକ ନ ଥିବାରୁ ୩୧୯ ଦୋକାନୀଙ୍କଠୁ ଜରିମାନା ଆଦାୟ । ଗୃହରେ ସୂଚନା ଦେଲେ ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ୨୦୨୩ରୁ ୨୦୨୫ ମଧ୍ୟରେ ୨୫୯୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଜାରି । ୨୫୯୪ ଜଣଙ୍କ ମଧୟରୁ ୩୧୯ ଦୋକାନୀ ଜରିମାନା ଗଣିଛନ୍ତି ।
Views: 106

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...