The Ultimate Managed Hosting Platform
ADVERTISEMENT

ଓଡିଆରେ ନାମଫଳକ ନ ଥିବାରୁ ୧୦୦ ମାମଲା

Facebook
Twitter
LinkedIn

ଭୁବନେଶ୍ୱର : ଓଡିଆରେ ନାମଫଳକ ନ ଲେଖିଲେ ହେବ ମୋକଦ୍ଦମା । ଖିଲାପକାରୀ ୧୦୦ ବ୍ୟବସାୟୀ ପ୍ରତିଷ୍ଠାନ ମାଲିକଙ୍କ ନାଁରେ ମୋକଦ୍ଦମା । ୧୬୦୬ ପ୍ରତିଷ୍ଠାନକୁ ଓଡିଆରେ ନାମଫଳକ ଲେଖା ନ ଥିବାରୁ ନୋଟିସ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୮ ମୋକଦ୍ଦମା ରୁଜୁ କରାଯାଇଛି । ଝାରସୁଗୁଡା ୨୩୭ , ଖୋର୍ଦ୍ଧାରେ ୨୦୧ ବ୍ୟବସାୟ ପ୍ରତିଷ୍ଠାନକୁ କାରଣ ଦର୍ଶାଅ ନୋଟିସ । ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ଶ୍ରମ ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login