ଭୁବନେଶ୍ୱର : ଓଡିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି । ଭାରତ ନ୍ୟାୟ ଯାତ୍ରାରେ ଓଡିଶା ଆସିବେ ରାହୁଲ ଗାନ୍ଧି । ଓଡିଶା ସମେତ ୧୪ ରାଜ୍ୟରେ ରାହୁଲଙ୍କ ଭାରତ ନ୍ୟାୟ ଯାତ୍ରା । ଜାନୁଆରୀ ୧୪ରୁ ମାର୍ଚ୍ଚ ୨୦ ଯାଏଁ ଇମ୍ଫାଲରୁ ମୁମ୍ବାଇ ପର୍ଯ୍ୟନ୍ତ ଯାତ୍ରା । ୮୫ଟି ଜିଲ୍ଲାରେ ୬୨୦୦ କିମି ଯାତ୍ରା କରିବେ ରାହୁଲ ଗାନ୍ଧି । ଆର୍ଥିକ, ସାମାଜିକ ଓ ରାଜନୈତିକ ନ୍ୟାୟକୁ ମୁଦ୍ଦା କରି ଲୋକଙ୍କ ପାଖକୁ ଯିବ ।
Views: 76