ସମ୍ବଲପୁର : ସମ୍ବଲପୁର ଆଇଆଇଏମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବକ୍ତବ୍ୟ । ଆଜି ଓଡିଶାର ବିକାଶ ଯାତ୍ରା ପାଇଁ ବଡ ମହତ୍ତ୍ୱପୂର୍ଣ୍ଣ ଦିନ । ଓଡିଶା ଲୋକଙ୍କ ପାଇଁ ୭୦ ହଜାର କୋଟିର ପ୍ରକଳ୍ପ ପାଇଁ ବଧାଇ । ସମାଜର ସବୁ ବର୍ଗର ଲୋକ ଏଥିରୁ ଲାଭ ପାଇବେ । ଏହି ପ୍ରକଳ୍ପ ଓଡିଶାର ନବ ଯୁବକଙ୍କୁ ରୋଜଗାର ଯୋଗାଇବ । ଆଜି ଆଡଭାନିଙ୍କୁ ଭାରତ ରତ୍ନ ପ୍ରଦାନ ନିଷ୍ପତ୍ତି ନିଆଯାଇଛି । ରାଷ୍ଟ୍ର ସେବା ପାଇଁ ଜୀବନ ଉତ୍ସର୍ଗ କରିଥିବା ଲୋକଙ୍କୁ ଦେଶ ଭୁଲେନି । ଆଡଭାନୀଙ୍କ ଜୀବନାଦର୍ଶ ମୋତେ ଅନୁପ୍ରାଣିତ କରିଛି । ଶିକ୍ଷା କ୍ଷେତ୍ରରେ ଓଡିଶାକୁ ମହତ୍ତ୍ୱ ପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ ଚଳାଇଛୁ । ଭାରତର ସବୁ ରାଜ୍ୟ ବିକଶିତ ହେଲେ ଦେଶ ବିକଶିତ ହୋଇପାରିବ । ପ୍ରତି କ୍ଷେତ୍ରରେ ଓଡିଶାକୁ ଅଧିକରୁ ଅଧିକ ସହ ଯୋଗ ଦେଇ ଆସିଛୁ । ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ ଲକ୍ଷ କୋଟିର ନିବେଶ । ରେଳବାଇ କ୍ଷେତ୍ରରେ ବିକାଶ ପାଇଁ ୧୨ ଗୁଣ ଅଧିକ ଅର୍ଥ ଦିଆଯାଇଛି । ଓଡିଶାର ଗ୍ରାମାଂଚଳରେ ୫୦ ହଜାର କିଲୋମିଟର ରାସ୍ତା ହୋଇଛି । ୪ ହଜାର କିଲୋମିଟର ଜାତୀୟ ରାଜପଥ ନିର୍ମାଣ କରାଯାଇଛି ।
ଓଡିଶାକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











