The Ultimate Managed Hosting Platform
ADVERTISEMENT

ଓଲଟିଲା ‘ଜଗାକାଳିଆ ବସ୍’, ୨୫ ଜଣ ଯାତ୍ରୀ ଆହତ

Facebook
Twitter
LinkedIn

ଭଦ୍ରକ : ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ । ଓଲଟିଲା ଯାତ୍ରୀବାହୀ ବସ । ଏଭଳି ଦୁର୍ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଓଲଟିଲା ବସ୍ । ଏହି ଦୁର୍ଘଟଣାରେ ୨୦ରୁ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, କଲିକତାରୁ କିଛି ଯାତ୍ରୀ ନେଇ ଭୁବନେଶ୍ୱର ଆସୁଥିଲା ଜଗାକାଳିଆ ବସ୍ । ୧୬ ନମ୍ବର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨୦ ରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ୫ ଆହତଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login