The Ultimate Managed Hosting Platform
ADVERTISEMENT

ଓଲଟିଲା ଡାଲା ଅଟୋ, ୨ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଆସିକା ; ଡାଲା ଅଟୋ ଓଲଟି ୨ ମହିଳାଙ୍କର ଚାଲିଗଲା ଜୀବନ । ୧୪ ଜଣ ଦୁର୍ଘଟଣାରେ ଆହତ ହୋଇଛନ୍ତି । କୋଟିନଡା ଥାନା ଭେଟନଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସାନଖୋଲି ଗାଁରୁ ଯଜ୍ଞ ଦେଖି ଫେରୁଥିବା ବେଳେ ଦୁର୍ଘଟଣା । ଗୁରୁତରଙ୍କ ମଧ୍ୟରୁ ୭ ଜଣ ବ୍ରହ୍ମପୁର ସ୍ଥାନାନ୍ତର ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login